www.samajalive.in
Saturday, December 6, 2025
26.1 C
Bhubaneswar

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଆର୍ଯ୍ୟଦାନ୍ ମହମ୍ମଦଙ୍କ ପରଲୋକ

ତିରୁଅନନ୍ତପୁରମ୍: କେରଳର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଆର୍ଯ୍ୟଦାନ୍ ମହମ୍ମଦଙ୍କ ପରଲୋକ ଘଟିଛି। ରବିବାର କୋଝିକୋଡସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ୮୭ ବର୍ଷୀୟ ଆର୍ଯ୍ୟଦାନ୍ ​‌ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି।

ତିନିଥର ମନ୍ତ୍ରୀ ହୋଇଥିବା ମହମ୍ମଦ ଗତ ଏକ ସପ୍ତାହ ଧରି କୋଝିକୋଡସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। କେରଳର ପୂର୍ବତନ ମନ୍ତ୍ରୀ ଆଠ ଥର ବିଧାୟକ ଥିଲେ, ଯିଏକି କେରଳ ମଲପ୍ପୁରମ ଜିଲ୍ଲାର ନୀଲାମ୍ବୁର ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରିଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories