www.samajalive.in
Monday, December 8, 2025
17.1 C
Bhubaneswar

ହାଇସ୍କୁଲ ସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ନର୍ଲା: ତୁଳାପଡା ହାଇସ୍କୁଲ ପଡିଆରେ ନର୍ଲା ବ୍ଲକ ଶିକ୍ଷାଧିକାରୀଙ୍କ ଆୟୋଜନରେ ସ୍କୁଲ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟରେ ୨୦ଟି ବିଦ୍ୟାଳୟର ୯୪ ଜଣ ଖେଳାଳୀ ଯୋଗଦାନ କରିଥିଲେ। ତନ୍ମଧ୍ୟରୁ ବାଳିକା ଦଳ ପାଇଁ ୧୫ ଜଣ ଖେଳାଳୀ ଓ ବାଳକ ଦଳ ପାଇଁ ୧୫ ଜଣ ଖେଳାଳୀ ଜିଲ୍ଲା ସ୍ତରରେ ଖେଳିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷାଧିକାରୀ ଯୋଗଦାନ କରିଥିବା ବେଳେ ତୁଳାପଡା ହାଇସ୍କୁଲର ପ୍ରଧାନ ଶିକ୍ଷକ ନେପାଳ ଭୋଇ ଦାୟିତ୍ବ ନିର୍ବାହ କରିଥିଲେ। ୨୦ ଟି ବିଦ୍ୟାଳୟର ୨୦ ଜଣ କ୍ରୀଡା ଶିକ୍ଷକ ଯୋଗଦାନ କରିଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories