www.samajalive.in
Sunday, December 14, 2025
26.1 C
Bhubaneswar

ପାହାଡପୁର ସରକାରୀ ସ୍କୁଲରେ ଚାରା ରୋପଣ କାର୍ଯ୍ୟକ୍ରମ

ଝୁମ୍ପୁରା: ଝୁମ୍ପୁରା ବ୍ଲକର ପାହାଡପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ମଙ୍ଗଳବାର ଦିନ ଚାରାରେପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚାରା ରୋପଣ କାର୍ଯ୍ୟକ୍ରମ ପୂର୍ବରୁ ବିଦ୍ୟାଳୟ ପରିସର ମଧ୍ୟରେ ଏକ ସଚେତନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏହି ସଚେତନା କାର୍ଯ୍ୟକ୍ରମରେ ୧୮ ନମ୍ବର ଜୋନ ବିଜେପି କୃଷକ ମୋର୍ଚ୍ଚା ସଦସ୍ୟ ରମେଶ ଚନ୍ଦ୍ର ମହାନ୍ତ ଯୋଗଦାନ କରି ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ର ଛାତ୍ରୀ ମାନଙ୍କୁ ଚାରା ରୋପଣ କରିବା ଦ୍ୱାରା ଆମର କି ଉପକାର ହେବ ସେ ସମ୍ପର୍କରେ ବିସ୍ତୁତ ଭାବରେ ଆଲୋଚନା କରିଥିଲେ। ସ୍କୁଲ ପରିସର ମଧ୍ୟରେ ଖାଲି ରହିଥିବା ସ୍ଥାନରେ ବିଭିନ୍ନ ପ୍ରକାର ଫଳ ଗଛ ରହିତ ବିଦେଶୀ ସୋ ଗଛକୁ ରୋପଣ କରାଯାଇଥିବା ଦେଖିବାକୁ ମିଳିଥିଲା।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories