www.samajalive.in
Monday, December 15, 2025
16.1 C
Bhubaneswar

ପ୍ରଦୀପ ମହାନ୍ତି ସୁକିନ୍ଦା ନିର୍ବାଚନ ମଣ୍ଡଳୀର ପୁନର୍ବାର ଯୁବସଭାପତି ମନୋନୀତ

ଯାଜପୁର : ପ୍ରଦୀପ କୁମାର ମହାନ୍ତି ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନ ମଣ୍ଡଳୀର ଯୁବ ସଭାପତି ଭାବେ ପୁନର୍ବାର ମନୋନୀତ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମନ୍ତ୍ରୀ ତଥା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡେଇଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୋତେ ଆମ ପ୍ରିୟ ମନ୍ତ୍ରୀ ଯେଉଁ ଦାୟିତ୍ୱ ଦେଇଛନ୍ତି ସେହି ଦାୟିତ୍ୱକୁ ସୁଚାରରରୂପେ ତୁଲାଇବାକୁ ପ୍ରତିଶୃତିବଦ୍ଧ ବୋଲି ମହାନ୍ତି କହିଛନ୍ତି।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories