www.samajalive.in
Sunday, December 14, 2025
26.1 C
Bhubaneswar

ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଭାବେ ଯୋଗଦେଲେ ଆଲୋକ ମହାନ୍ତି

ଯାଜପୁର: ଆଲୋକ ମହାନ୍ତି ପୂର୍ତ୍ତବିଭାଗର ଯାଜପୁର ପାଣିକୋଇଲି ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ଭାବେ ବୁଧବାର ଯୋଗ ଦେଇଛନ୍ତି। ଇଂ ମହାନ୍ତି କହିଛନ୍ତି ଜିଲା ବିଭାଗର ଚାଲିଥିବା ସମସ୍ତ ଉନ୍ନୟନ କାର୍ଯ୍ୟ ବୁଲି ଦେଖିବା ସହିତ କିପରି ସଠିକ ସମୟରେ ସରିବ ମୁଁ ଚେଷ୍ଟା କରିବି। ଏହା ପୂର୍ବରୁ ଇଂ ମହାନ୍ତି ବାଲେଶ୍ୱର ଜିଲାରେ ଅଧୀକ୍ଷଣ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ। ପୂର୍ବତନ ଅଧୀକ୍ଷଣ ଯନ୍ତ୍ରୀ ଅରୁଣ ପଟନାୟକ ସମ୍ବଲପୁର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଭାବେ ଯୋଗ ଦେଇଛନ୍ତି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories