www.samajalive.in
Saturday, December 13, 2025
26.1 C
Bhubaneswar

ଆସାମର ବ୍ରହ୍ମପୁତ୍ର ନଦୀରେ ବୁଡ଼ିଲା ଡଙ୍ଗା; ୧୦ ନିଖୋଜ

ଧୁବ୍ରି: ଆସାମର ବ୍ରହ୍ମପୁତ୍ର ନଦୀରେ ଡଙ୍ଗା ବୁଡ଼ି ଖବର ଆସିଛି। ଧୁବ୍ରି ଜିଲାରେ ଘଟିଛି ଏହି ଅଘଟଣ। ଡଙ୍ଗାରେ ୨୦ ଜଣ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ୧୦ ଜଣ ନିଖୋଜ ଥିବା ସୂଚନା ମିଳିଛି।


ଆସାମ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ସିଇଓ ଜ୍ଞାନେନ୍ଦ୍ର ଦେବ ତ୍ରିପାଠୀ ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ସୂଚନା ପାଇବା ମାତ୍ରେ ବରିଷ୍ଠ ଜିଲ୍ଲା ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଦୁର୍ଘଟଣାର ଶିକାର ହୋଇଥିବା ଡଙ୍ଗା ହେଉଛି ସ୍ୱଦେଶୀ ନିର୍ମିତ ଏକ ଯାନ୍ତ୍ରିକ ଡଙ୍ଗା। ଏସଡିଆରଏଫ, ଏନଡିଆରଏଫ ଏବଂ ପୁଲିସ କର୍ମଚାରୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories