www.samajalive.in
Tuesday, December 9, 2025
17.1 C
Bhubaneswar

‘ଗୋଟିଏ ଗଛ କୋଟିଏ ଜୀବନ’

ଯାଜପୁର: ବିଜୁ ଜନତା ଦଳର ୨୫ବର୍ଷ ପୂର୍ତ୍ତି ଅବସରରେ ମନ୍ତ୍ରୀ ତଥା  ସୁକିନ୍ଦାର  ବିଧାୟକ  ପ୍ରୀତିରଞ୍ଜନ ଘଡାଇଙ୍କ ତତ୍ୱାବଧାନରେ ଦାନଗଦି ବ୍ଲକ ତ୍ରିଜଙ୍ଗା ଗ୍ରାମ ପଞ୍ଚାୟତର ଯୁବ ବିଜେଡି ସଭାପତି ଅକ୍ଷୟ ରାୟଙ୍କ ନେତୃତ୍ଵରେ ତ୍ରିଜଙ୍ଗା ଗ୍ରାମ ପଞ୍ଚାୟତରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭବେ ଦାନଗଦି ବ୍ଲକ ଅଧ୍ୟକ୍ଷା ଶ୍ରୀମତି ଅର୍ଚ୍ଚନା ଦାସ ଯୋଗଦେଇ ବୃକ୍ଷ ରୋପଣ କରିବା ସହିତ ରୋପଣ କରିବା ସହିତ ଉପସ୍ଥିତ ସମସ୍ତ କର୍ମୀ ମାନଙ୍କୁ ବୃକ୍ଷରୋପଣ କରିବାକୁ  କହିଥିଲେ । ଏହା ସହିତ ଗଛ ବଞ୍ଚିଲେ ଆମେ ବଂଚିବା ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧକ୍ଷ ଅଜୟ କୁମାର ବିନ୍ଧାଣି, ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଯୁବ ବିଜେଡି ସଭାପତି, ପ୍ରଦୀପ କୁମାର ମହାନ୍ତି, ବ୍ଲକ ଯୁବ ବିଜେଡି ସଭାପତି ଚନ୍ଦନ କୁମାର କର ଏବଂ ପଞ୍ଚାୟତର ବିଜେଡି କର୍ମକର୍ତ୍ତା ମାନେ ଯୋଗଦେଇଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories