www.samajalive.in
Saturday, December 13, 2025
27.1 C
Bhubaneswar

ଅହିଂସା ରଥକୁ ଆରତୀ କାରଖାନା ପକ୍ଷରୁ ଭବ୍ୟ ସ୍ୱାଗତ

ଗୁରୁଡିଝାଟିଆ :  ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ବର୍ଷ ପୂତ୍ତି ଓ ଦେଶ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଆଠଗଡକୁ ଆସିଥିବା ଅହିଂସା ରଥକୁ ଆରତୀ କାରଖାନା ପକ୍ଷରୁ ଭବ୍ୟ ସ୍ୱାଗତ ପ୍ରଦାନ କରାଯାଇଛି। କାରଖାନାର ବରିଷ୍ଠ ଅଧିକାରୀ ଏନ ଶ୍ରୀନିବାସ, ଡିଜିଏମ ସରୋଜ କୁମାର ଜେନା, କାରଖାନାର ପାରିପାର୍ଶ୍ବିକ ଉନ୍ନୟନ ଅଧିକାରୀ ଶରତ କୁମାର ନିଶାଙ୍କଙ୍କ ନେତୃତ୍ୱରେ କର୍ମଚାରୀ ସଂଗଠନର କର୍ମକର୍ତ୍ତାମାନେ ଉପସ୍ଥିତ ରହି ଅହିଂସା ରଥକୁ ଭକ୍ତିପୂତ ପ୍ରଣାମ ଜଣାଇବା ସହ ପୁଷ୍ପବୃଷ୍ଟି କରିଥିଲେ।

Hot this week

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

Related Articles

Popular Categories