www.samajalive.in
Wednesday, December 10, 2025
23.1 C
Bhubaneswar

ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ 

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ଖଜୁରୀପଡା ବ୍ଲକର ଗୁଦାରି ସିତ ସେୟାର ପ୍ରକଳ୍ପ କାର୍ଯ୍ୟାଳୟ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମର ଶୁଭ ଉଦଘାଟନ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମ ପ୍ରତ୍ୟେକ ଜ଼ିଲ୍ଲାରେ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମ ୧ ଅକ୍ଟୋବରରୁ ୩୦ ଅକ୍ଟୋବର ୨୦୨୨ ପର୍ଯ୍ୟନ୍ତ ଚାଲିବ । କାର୍ଯ୍ୟକ୍ରମକୁ କେନ୍ଦ୍ର କ୍ରୀଡାମନ୍ତ୍ରୀ ଅନୁରାଗ ଠାକୁର ଭିଡିଓ କନଫରେନ୍ସ ମାଧ୍ୟାମରେ ଶୁଭ ଉଦଘାଟନ କରିଛନ୍ତି । ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସେୟାର ପକଳ୍ପ ଅନୁଷ୍ଠାନର ମୁଖ୍ୟ ପରିଚାଳକ କର।ମତ ଖାଁ  ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ ଦଳବେହେରା ସ୍ୱେଚ୍ଛା ସେବୀ  ସୋନାଲି ଡିଗାଲ , ରୀତିମା ବାଘ , ମେଘାରାଣୀ ମହାପାତ୍ର, ଚନ୍ଦ୍ରମଣୀ ଦେହୁରୀ, ସିବେନ୍ଦ୍ର ଡିଗାଲ ଓ କମଳ ଲୋଚନ ଦେହୁରୀ , ମିନି କଂହର, ସୁଭଦ୍ରା ମଲ୍ଲିକ, ଗୋବିନ୍ଦ କହ୍ନର ପ୍ରମୁଖ ଉପସ୍ଥିତ ଥିଲେ |

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories