www.samajalive.in
Friday, December 5, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଧାମନଗର : ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ; ଅକ୍ଟୋବର ୧୪ ନାମାଙ୍କନ ଦାଖଲର ଶେଷ ଦିନ

ମୁମ୍ବଇ : ବଲିଉଡ ଜଗତର ବର୍ଷୀୟାନ ଅଭିନେତା ଅରୁଣ ବାଲିଙ୍କ ପରଲୋକ ; ମୃତ୍ୟୁ ବେଳକୁ ତାଙ୍କୁ ୭୯ ବୟସ ବର୍ଷ ହୋଇଥିଲା,ତାଙ୍କ ମୃତ୍ୟୁରେ ସିନେ ଜଗତରେ ଖେଳି ଯାଇଛି ଶୋକର ଛାୟା

- Advertisement -

ଦେଶରେ ଆଉ ୧ ହଜାର ୯୯୪ ଆକ୍ରାନ୍ତ ଚିହ୍ନଟ ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୬,୦୬,୪୬୦.. ମୋଟ ୪,୪୦,୪୭,୩୪୪ ସୁସ୍ଥ ..  ଆରୋଗ୍ୟ ହାର ୯୮.୭୫% .. ଆଉ ୩୦,୩୬୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ତେଲକୋଇ : ଛାମୁଣ୍ଡା ଗାଁରେ ଘର ଆଗରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ; ଋଣ ଭାର ସହି ନପାରି ଆତ୍ମହତ୍ୟା କରିଥିବା ପରିବାର ପକ୍ଷରୁ ଅଭିଯୋଗ

ବଣାଇ : ହାତୀ ଉପଦ୍ରବରେ ଅତିଷ୍ଠ ଗ୍ରାମବାସୀ ବନ କର୍ମଚାରୀଙ୍କୁ ପିଟିଲେ ; ହାତୀ ଘଉଡାଇବାକୁ ଯାଇଥିବା ବେଳେ ବନକର୍ମଚାରୀଙ୍କୁ ଆକ୍ରମଣ ; ଗାଁ ଲୋକଙ୍କ ଆକ୍ରମଣରେ ୫ ବନ କର୍ମଚାରୀ ଆହତ

ଭୁବନେଶ୍ୱର : ରାଜ୍ୟରେ ଆଉ ୬୩ କରୋନା ସଂକ୍ରମିତ ଚିହ୍ନଟ ; ଜନ୍ମରୁ ୧୮ ବର୍ଷ ମଧ୍ୟରୁ ୧୧, ସଙ୍ଗରୋଧରୁ ୩୭,ସ୍ଥାନୀୟ ୨୬; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୭୦୫କୁ ବୃଦ୍ଧି

 

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories