www.samajalive.in
Saturday, December 13, 2025
21.1 C
Bhubaneswar

ସେବା କାର୍ଯ୍ୟକ୍ରମ ଅନୁଷ୍ଠାନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକର ଟିଟ୍ରାପଙ୍ଗା ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ଭଗବତ ଯୁବ କଳା ପରିଷଦ ଟିଟ୍ରାପଙ୍ଗାର ମିଳିତ ଆନୁକୂଲ୍ୟରେ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବରେ ପୂର୍ବତନ ବ୍ଲକ ଅଧକ୍ଷ ବୀରେନ୍ଦ୍ର କହଁର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ ଦଳବେହେରା ଏବ ସ୍ବେଛାସେବୀମାନଙ୍କ ମଧ୍ୟରେ ରୀତିମା ବାଘ, କମଳ ଲୋଚନ ଦେହୁରୀ ଓ ଭାଗବତ ଯୁବ କଳା ପରିଷଦର ସଭାପତି ନୀଳକମାଲ କହଁର ସମତେ ଯୁବକ ସଙ୍ଘର ସମସ୍ତ ସଭ୍ୟସଭ୍ୟା ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ଏହି କାର୍ଯ୍ୟକ୍ରମ ୩୦ ମାର୍ଚ୍ଚ ୨୦୧୩ ପର୍ଯ୍ୟନ୍ତ ଚାଲିବ ବୋଲି ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର ଅବଗତ କରିଥିଲେ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories