www.samajalive.in
Friday, December 12, 2025
15.1 C
Bhubaneswar

ପିସିସି ପକ୍ଷରୁ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ପବିତ୍ର ଜୟନ୍ତୀ ଉତ୍ସବ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ ପିସିସି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ ଗୋପବନ୍ଧୁ ଛକ ଠାରେ ଥିବା ଗୋପବନ୍ଧୁଙ୍କ ପ୍ରତିମୃର୍ତରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୃର୍ତିରେ ନେତୃବୃନ୍ଦ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ନିରଞ୍ଜନ ପଟ୍ଟନାୟକ, ଅନନ୍ତ ପ୍ରସାଦ ସେଠୀ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଚିନ୍ନମୟ ସୁନ୍ଦର ଦାସ, ଅମୀୟ କୁମାର ପଟ୍ଟନାୟକ, ପଦ୍ମାକର ଗୁରୁ, ମାନସ ରଞ୍ଜନ ଆଚାର୍ଯ୍ୟ, ରଜନୀ ମହାନ୍ତି, ତ୍ରିଲୋଚନ ମହାନ୍ତି, ଲିଙ୍ଗରାଜ ସାହୁ, ଶ୍ରୀନିବାସ ରାଉତରାୟ, ଶଙ୍କୁନା କଂଅର, ସଞ୍ଜୟ ମିଶ୍ର, ଆଲୋକ ମହାନ୍ତି, ଦୀପକ ମହାପାତ୍ର, ଦେବେନ୍ଦ୍ର ପ୍ରସାଦ ଦାସ, ସୁବାସ ମହାନ୍ତି, ରାଇଚରଣ ମହାନ୍ତି, ମିହୀର ଆଚାର୍ଯ୍ୟ ପ୍ରମୁଖ ବହୁ କଂଗ୍ରେସ ନେତୃବୃନ୍ଦ ଉପସ୍ଥିତ ଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories