www.samajalive.in
Monday, December 8, 2025
24.1 C
Bhubaneswar

ଫୁଟବଲ ଖେଳୁଥିବା ବେଳେ ବଜ୍ରପାତ: ୨ ମୃତ, ୨୬ ଆହତ

ନୂଆଗାଁ: ରବିବାର ସ୍କୁଲଛୁଟି ଥିବାରୁ ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ଅନ୍ତର୍ଗତ ହାତୀବାରୀ ବନେଇକେଲା ପଡିଆରେ କେତେକ ପିଲା ଆଜି ଫୁଟବଲ ଖେଳୁଥିଲେ। ଅପରାହ୍ଣରେ ହଠାତ୍‌ ବଜ୍ରପାତ ହେବାରୁ ବହୁପିଲା ଆହତ ହୋଇଥିଲେ। ସମସ୍ତଙ୍କୁ ନୂଆଗାଁ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ତେବେ କେତେଜଣଙ୍କୁ ଆମ୍ବୁଲାନ୍ସରେ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅଦ୍ୟାବଧି ଡାକ୍ତର ଘୋଷଣା କରି ନ ଥିଲେ ମଧ୍ୟ ୨ଜଣଙ୍କ ମୃତ୍ୟୁ ଘଟିଥିବା ଏବଂ ୨୬ ଜଣ ଆହତ ହୋଇଥିବା ଜଣାପଡିଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories