www.samajalive.in
Monday, December 15, 2025
16.1 C
Bhubaneswar

ରେଙ୍ଗାଲିରେ ମହିଳା ସଶକ୍ତିକରଣ ଓ ଦକ୍ଷତାବୃଦ୍ଧି କାର୍ଯ୍ୟକ୍ରମ

ରେଙ୍ଗାଲି: ରେଙ୍ଗାଲି ସ୍ଥିତ କଲ୍ୟାଣ ମଣ୍ଡପରେ ଗ୍ରାମ ସ୍ବରାଜ ବିକାଶ ସମିତି ପକ୍ଷରୁ ଆଜି ମହିଳା ସଶକ୍ତିକରଣ ଓ ଦକ୍ଷତା ବୃଦ୍ଧି ସଂକ୍ରାନ୍ତରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଗ୍ରାମ ସ୍ବରାଜ ବିକାଶ ସମିତିର କାର୍ଯ୍ୟକ୍ରମ ସଂଯୋଜକ ସୁଷମା ଆଚାର୍ଯ୍ଯଙ୍କ ସଂଯୋଜନାରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ରେଙ୍ଗାଲି ବ୍ଲକର ବିପିଏମ୍ ଲିପ୍ସା ମହାକୁଡ, ଗ୍ରାମ ସ୍ବରାଜ ବିକାଶ ସମିତିର ଅଧ୍ୟକ୍ଷ ଦିଲ୍ଲୀପ କୁମାର ମହନ୍ତ, ଏମ୍.ବି.କେ ଅନିତା ବେହେରା, ଦୁର୍ଯ୍ୟୋଧନ କୁମ୍ଭା, ରାମଗୋପାଳ ମେହେର ପ୍ରମୁଖ ଯୋଗ ଦେଇ ମହିଳା ସଶକ୍ତିକରଣ ଏବଂ ଦକ୍ଷତା ବୃଦ୍ଧିର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଏହି ଅବସର ତାଲିମ ସମ୍ପୂର୍ଣ୍ଣ କରିଥିବା ୫୦ ଜଣଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories