www.samajalive.in
Sunday, December 14, 2025
23.1 C
Bhubaneswar

ଅଭିନେତ୍ରୀ ତିଳୋତ୍ତମା ଖୁଣ୍ଟିଆଙ୍କର ନିଧନ

 ଭୁବନେଶ୍ବର:  ଅଭିନେତ୍ରୀ ତିଳୋତ୍ତମା ଖୁଣ୍ଟିଆଙ୍କର ମୃତ୍ୟୁ ହୋଇଥିବା ସୂଚନା ।  ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ବୁଧବାର ସନ୍ଧ୍ୟା ୭.୧୫ରେ  ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା ।

ତିଳୋତ୍ତମା ଛୋଟ ଓ ବଡ ପରଦାରେ ଜଣେ ଲୋକପ୍ରିୟ ଅଭିନେତ୍ରୀ ଥିଲେ । ସେ ବିଭିନ୍ନ ଫିଲ୍ମ, ସିରିଏଲ୍ ଏବଂ ନାଟକ ଅଭିନୟ କରି ବେଶ ଲୋକପ୍ରିୟତା ହାସଲ କରିଥିଲେ  ।    ସେ ହୃଦ ଏବଂ କୀଡନି ଜନିତ ସମସ୍ୟା ଯୋଗୁଁ ଚିକିତ୍ସିତ ହେଉଥିବା ଜଣା ପଡିଛି । ପୁରୀରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ପରିବାର ଲୋକ ସୂଚନା ଦେଇଛନ୍ତି ।

- Advertisement -

 

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories