www.samajalive.in
Friday, December 12, 2025
16.1 C
Bhubaneswar

ସିବିଆଇ ନିର୍ଦେଶକ, ସ୍ୱତନ୍ତ୍ର ନିର୍ଦେଶକଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମନ

ନୂଆଦିଲ୍ଲୀ : ସିବିଆଇର ଦୁଇ ପ୍ରମୁଖ ଅଧିକାରୀଙ୍କ ମଧ୍ୟରେ ଦେଖାଯାଇଥିବା କନ୍ଦଳକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ସିବିଆଇ ନିର୍ଦେଶକ ଆଲୋକ ବର୍ମା ଓ ସ୍ୱତନ୍ତ୍ର ନିର୍ଦେଶକ ରାକେଶ ଆସ୍ଥାନାଙ୍କୁ ସମନ ଜାରି କରିଛନ୍ତି। ବିବାଦକୁ ସମାଧାନ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଉଭୟଙ୍କୁ ଆଲୋଚନା ପାଇଁ ଡକାଇଛନ୍ତି। ମାଂସ ରପ୍ତାନିକାରୀ ମୋଇନ କ୍ୟୁରେସିର ଦୁର୍ନୀତି ମାମଲାରେ ଅନିୟମିତତା ଅଭିଯୋଗ ପୂର୍ବକ ରାକେଶ ଆସ୍ଥାନାଙ୍କ ବିରୋଧରେ ସିବିଆଇ ଲାଞ୍ଚ ମାମଲା ରୁଜୁ କରିଥିଲେ। ତେବେ ରାକେଶଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ଲାଗି ସିବିଆଇ ଅନୁମତି ନେଇ ନାହିଁ। ଲାଞ୍ଚ ମାମଲା ରୁଜୁ ପରେ ରାକେଶ ଆସ୍ଥାନା ସିବିଆଇ ନିର୍ଦେଶକ ଆଲୋକ ବର୍ମାଙ୍କ ବିରୋଧରେ ବିଭିନ୍ନ ପ୍ରକାର ଅଭିଯୋଗ ଆଣିଛନ୍ତି। ଆଲୋକ ବର୍ମାଙ୍କ ବିରୋଧରେ ରାକେଶ କ୍ୟାବିନେଟ ସଚିବ ଓ ସିଭିସିଙ୍କ ନିକଟରେ ଅଭିଯୋଗ କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories