www.samajalive.in
Sunday, December 7, 2025
14.1 C
Bhubaneswar

କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବାଲେଶ୍ୱର : ବାଲେଶ୍ୱର କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମହେଶ ପ୍ରସାଦ ପଟ୍ଟନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ କାର୍ଯ୍ୟାଳୟ ସମେତ ଏକାକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରହିଛି।
ମହେଶ ପ୍ରସାଦଙ୍କ ବାଲେଶ୍ୱରସ୍ଥିତ କାର୍ଯ୍ୟାଳୟ, ରାୟଗଡା କସ୍ତୁରିନଗର ସ୍ଥିତ ପୈତୃକ ଘର, ବିଶାଖାପାଟନମ୍‌‌ ଛିନ୍ନଗଦିଲିସ୍ଥିତ ଫ୍ଲାଟ, ଭୁବନେଶ୍ୱର ସୁନ୍ଦରପଦାରେ ଥିବା ଫ୍ଲାଟ, ମୟୁରଭଞ୍ଜ ବାରିପଦା ମୁର୍ଗାବାଡିସ୍ଥିତ ସରକାରୀ ବାସଭବନରେ ଚଢାଉ ଜାରି ରହିଛି। ଭୁବନେଶ୍ୱର ସ୍ପେଶାଲ ଜଜଙ୍କ ନିର୍ଦ୍ଦେଶ କ୍ରମେ ଚଢାଉ କରାଯାଇଛି। ଏହି ଚଢାଉରେ ୩ ଜଣ ଡିଏସପି, ୧୨ ଜଣ ଇନ୍ସପେକ୍ଟର,୨ ଜଣ ସବ୍‌‌ ଇନ୍ସପେକ୍ଟର,୫ ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ରହିଛନ୍ତି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories