www.samajalive.in
Thursday, December 11, 2025
18.1 C
Bhubaneswar

ନାମାଙ୍କନ ଭରିଲେ ରାଜେନ୍ଦ୍ର ଦାସ

ଡେସ୍କ: ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ରାଜେନ୍ଦ୍ର ଦାସ। ବିଜେଡିର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ସ୍ୱାଧୀନ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନ ଭରିଛନ୍ତି। ଅତିରିକ୍ତ ଉପଜିଲାପାଳଙ୍କ ନିକଟ​‌ରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଆଜି ସକାଳେ ସ୍ୱାଧୀନ ଭାବେ ନିର୍ବାଚନ ଲଢିବା ନେଇ ସ୍ପଷ୍ଟ କରିଥିଲେ ବିଜେଡିର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ନାମାଙ୍କନ ଦାଖଲର ଶେଷ ଦିନରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସ୍ୱଳ୍ପ ସଂଖ୍ୟକ ସମର୍ଥକଙ୍କ ସହ ପଦଯାତ୍ରାରେ ଆସି ନାମାଙ୍କନ ଦାଖଲ କରିଛନ୍ତି ରାଜେନ୍ଦ୍ର।

- Advertisement -

ସୂଚନାଯୋଗ୍ୟ, ଅବନ୍ତୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିବା ପରେ ରାଜେନ୍ଦ୍ର ଅସନ୍ତୁଷ୍ଟ ଥିଲେ। ବିଜେଡିରୁ ଟିକେଟ ନମିଳିବାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଆଜି ସେ ନାମାଙ୍କନ ଭରିଛନ୍ତି।

 

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories