www.samajalive.in
Monday, December 8, 2025
13.1 C
Bhubaneswar

ପୁଣି ଆସୁଛି ଏକ ଲଘୁଚାପ , ଭିଜିବ ଓଡିଶା

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ। ପୁଣି ଭିଜିବ ଓଡିଶା। ଆସନ୍ତା ୨୦ ତାରିଖ ବେଳକୁ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୧୮ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇବ। ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ହେବ। ୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ହେବ ବୋଲି ସୂଚନା ମିଳିଛି।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories