www.samajalive.in
Saturday, December 6, 2025
15.1 C
Bhubaneswar

ପୋଖରୀରେ ବୁଡି ମହିଳା ମୃତ

ପାଟଣା  : ପାଟଣା ବ୍ଲକ ଚିନାମାଳିପଶି ପଞ୍ଚାୟତ ନୂଆପଡ଼ା ଗ୍ରାମର ବାପ ଘରେ ଦୀର୍ଘ ଦିନ ଧରି ରହୁଥିବା ବାସନ୍ତୀ ବେହେରା (୫୫) ନାମକ ଜଣେ ମହିଳା ଗତକାଲି ଅପରାହ୍ନରେ ପୋଖରୀକୁ ଗାଧୋଇବାକୁ ଯାଇ ଗଭୀର ପାଣିରେ ବୁଡି ଯାଇଥିଲେ। ଘର ଲୋକେ ଖୋଜାଖୋଜି କରି ତାଙ୍କୁ ପାଇ ନଥିବା ବେଳେ ଆଜି ସକାଳୁ ଗାଁ ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଦେଖାଯାଇଥିଲା। ଏନେଇ ଘଟଗାଁ ପୁଲିସକୁ ସୂଚନା ଦିଆଯିବା ପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories