www.samajalive.in
Saturday, December 6, 2025
19.1 C
Bhubaneswar

ଓଆରଏଚଡିସି ମାମଲା ; କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି

କଟକ : ଆଜି କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ଆଶ୍ୱସ୍ତି ମିଳିଛି। ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ରହିତାଦେଶ ପରେ ମୋକିମଙ୍କ ବିଧାୟକ ପଦ ମଧ୍ୟ ବଜାୟ ରହିଛି। ଆସନ୍ତା ଫେବ୍ରୁଆରୀ ୨୨ତାରିଖରେ ପରବର୍ତ୍ତୀ ଶୁଣାଣି ହେବ। ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମୋକିମ୍‌‌ଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଦଣ୍ଡାଦେଶ ଦେଇଥିଲେ। ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories