www.samajalive.in
Thursday, December 11, 2025
26.1 C
Bhubaneswar

ହାଇକୋର୍ଟ ବେଞ୍ଚ ପାଇଁ ବଲାଙ୍ଗିରରେ ଆନ୍ଦୋଳନ

ବଲାଙ୍ଗିର: ବଲାଙ୍ଗିରରେ ହାଇକୋର୍ଟ ବେଞ୍ଚ ପୁନଃସ୍ଥାପନ ଦାବିରେ ଆନ୍ଦୋଳନ ଜାରି ରହିଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସରକାରୀ ଓ ବେସରକାରୀ ଅଫିସ ବନ୍ଦ ଡାକରା ଦିଆଯାଇଛି। ବଲାଙ୍ଗିର ବିଭିନ୍ନ ଅନୁଷ୍ଠାନ ଏହି ବନ୍ଦ ଡାକରାକୁ ସମର୍ଥନ କରୁଛନ୍ତି। ଆନ୍ଦୋଳନକାରୀ କହିଛନ୍ତି ଯେ ବଲାଙ୍ଗିରରେ ହାଇକୋର୍ଟର ବେଞ୍ଚ ପୁନଃସ୍ଥାପନ ଦାବିରେ ବନ୍ଦ ଡାକରା ଦିଆଯାଇଛି। ଏଥିପାଇଁ ବ୍ୟାଙ୍କ, ପୋଷ୍ଟ ଅଫିସ ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ବନ୍ଦ ରଖାଯିବା ପାଇଁ ପିକେଟିଂ କରାଯାଉଛି। ତେବେ ଗାଡ଼ିମଟ ଚାଲୁରହିଛି ଏବଂ ସ୍କୁଲକଲେଜ ମଧ୍ୟ ଖୋଲା ରଖାଯାଇଛି। ରାଜ୍ୟ ସରକାର ଦାବି ପୂରଣ ନ କଲେ ଆଗାମୀ ଦିନରେ ଏହି ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ସେମା​‌େ​‌ନ ପ୍ରକାଶ କରିଛନ୍ତି।

Hot this week

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

Related Articles

Popular Categories