www.samajalive.in
Monday, December 8, 2025
24.1 C
Bhubaneswar

ଝୁଲନ୍ତା ମୃତଦେହ ଉଦ୍ଧାର

ଯାଜପୁର: ଡୁବୁରି ନିକଟ ନିର୍ମାଣଧୀନ ପାର୍କ ପାଖ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଝୁଲନ୍ତା ମୃତଦେହ ଡୁବୁରି ଗାଁର ଜଣେ ଯୁବକଙ୍କର ହୋଇଥିବା ସୂଚନା ମିଳିଛି। ପାରିବାରିକ କଳହରୁ ଯୁବକ ଜଣକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories