www.samajalive.in
Tuesday, December 9, 2025
16.1 C
Bhubaneswar

ଏଆଇପିଏନ୍‌ବିଓଏର କାର୍ଯ୍ୟନିର୍ବାହୀ କମିଟି ବୈଠକ

ଭୁବନେଶ୍ୱର: ସର୍ବଭାରତୀୟ ପଞ୍ଜାବ ନ୍ୟାଶ୍‌ନାଲ ବ୍ୟାଙ୍କ ଅଧିକାରୀ ସଂଘ (ଏଆଇପିଏନ୍‌ବିଓଏ)  ଭୁବନେଶ୍ୱର ମଣ୍ଡଳର କାର୍ଯ୍ୟନିର୍ବାହୀ କମିଟି ବୈଠକ ମଣ୍ଡଳ ସଭାପତି ଅରବିନ୍ଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଚଳିତ ମାସ ୧୯ ତାରିଖରେ ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ସଂଘ ପକ୍ଷରୁ ବ୍ରହ୍ମପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଆଲୋକ ସେନାପତି ଏବଂ ସମ୍ବଲପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଲିଙ୍ଗରାଜ ଲୋହା ଏବଂ ମଣ୍ଡଳ ସାଧାରଣ ସମ୍ପାଦକ ବୈଲୋଚନ ସାହୁଙ୍କୁ ସମ୍ବର୍ନ୍ଧିତ କରାଯିବା ସହ ସେମାନଙ୍କର ନୂତନ କାର୍ଯ୍ୟ ପାଇଁ ସଫଳତା କାମନା କରାଯାଇଥିଲା । ସଂଘ ପକ୍ଷରୁ ୧୮ ଡିସେମ୍ବର ୨୦୨୨ରେ ଅନୁଷ୍ଠିତ ହେବାକୁ ଥିବା ଦଶମ ତ୍ରୟୋଦଶ ସମ୍ମିଳନୀର ଯୋଜନା ଗୁଡିକୁ ମଧ୍ୟ ଚୂଡାନ୍ତ କରାଯାଇଥିଲା ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories