www.samajalive.in
Sunday, December 14, 2025
26.1 C
Bhubaneswar

ଅବଦ୍ଦୁଲ କଲାମ ଆଇଲାଣ୍ଡରୁ ଅଗ୍ନି ପ୍ରାଇମ-୦୩ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଭୁବନେଶ୍ବର: ଅବଦ୍ଦୁଲ କଲାମ ଆଇଲାଣ୍ଡରୁ ଏକ ଅତ୍ୟାଧୁନିକ କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ଆଜି ସକାଳେ କ୍ଷେପଣାସ୍ତ୍ର ଅଗ୍ନି ପ୍ରାଇମ-୦୩ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଅଗ୍ନି ପ୍ରାଇମ-୦୩ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦୀ କ୍ଷମତା ୩ହଜାରରୁ ୩୫୦୦ କିଲୋମିଟର ରହିଛି। ଅଗ୍ନି ପ୍ରାଇମ-୦୩ କ୍ଷେପଣାସ୍ତ୍ରର ଦେଢ଼ରୁ ୩ହଜାର କେଜିର ଯୁଦ୍ଧାସ୍ତ୍ର ବହନ କ୍ଷମତା ରହିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories