www.samajalive.in
Saturday, December 13, 2025
26.1 C
Bhubaneswar

ପାଣିପାଗ ବିଭାଗର ସଦ୍ୟତମ ସୂଚନା-ବାତ୍ୟା ଯାଉଛି ବଙ୍ଗ!

ଭୁବନେଶ୍ବର: ଓଡ଼ିଶାକୁ ଛୁଇଁବନି ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା। ସମ୍ଭାବ୍ୟ ବାତ୍ୟା ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁ ହେବା ଆକଳନ କରାଯାଇଛି। ବାତ୍ୟା ସମ୍ପର୍କରେ ପାଣିପାଗ ବିଭାଗର ସଦ୍ୟତମ ଟୁଇଟ କରି କୁହାଯାଇଛି ଯେ ଲଘୁଚାପଟି ଆସନ୍ତାକାଲି ଅବପାତ ଓ ୨୪ ତାରିଖରେ ବାତ୍ୟାରେ ପରିଣତ ହେବ। ବାତ୍ୟାରେ ରୂପାନ୍ତର ପରେ ଉତ୍ତର-ଉତ୍ତରପୂର୍ବକୁ ଦିଗ ବଦଳାଇବ। ଓଡ଼ିଶା ଉପକୂଳରୁ କିଛି ଦୂରରେ ରହି ବଙ୍ଗ ମୁହାଁ ହେବ ବାତ୍ୟା। ୨୫ ସୁଦ୍ଧା ପଶ୍ଚିମବଙ୍ଗ-ବାଙ୍ଗଲାଦେଶ ଉପକୂଳ ପାଖରେ ପହଞ୍ଚିବ ବୋଲି କୁହାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories