www.samajalive.in
Monday, December 15, 2025
14.1 C
Bhubaneswar

ପୂର୍ବାହ୍ନ ୧୧ଟା ମୁଖ୍ୟ ଖବର

ଭୋପାଳ: ମଧ୍ୟପ୍ରଦେଶର ରୀୱା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ବସ୍‌‌-ଟ୍ରଲି ମୁହାଁମୁହିଁ ଧକ୍କା ; ୧୫ ମୃତ ,୪୦ ଆହତ

ଆଣ୍ଡାମାନ : ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ; ଉତ୍ତର ଆଣ୍ଡାମାନ ଓ ପାଶ୍ୱର୍ବର୍ତ୍ତୀ ଦକ୍ଷିଣପୂର୍ବ ଆଣ୍ଡାମାନରେ ସକ୍ରିୟ

- Advertisement -

ଆଜି ଠାରୁ ଦେଶରେ ‘ନିଯୁକ୍ତି ମେଳା’ର ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ..ଦେଶର ୧୦ ଲକ୍ଷଙ୍କୁ ନିଯୁକ୍ତି ଦେବାକୁ ଯୋଜନା..ପ୍ରଥମ ପର୍ଯ୍ୟାୟରେ ୭୫ ହଜାରଙ୍କୁ ଦିଆଯିବ ନିଯୁକ୍ତି ପତ୍ର..

କମ୍ପୁଛି ଧାମନଗର .. ଉପନିର୍ବାଚନ ପାଇଁ ପ୍ରଚାର ମଇଦାନରେ ତିନି ଦଳର ହେବିୱେଟ ନେତା .. ମଇଦାନରେ ମୁହାଁମୁହିଁ ହେଉଛନ୍ତି ବିଜେପି-ବିଜେଡି.. ସ୍ୱାଧୀନପ୍ରାର୍ଥୀ ରାଜେନ୍ଦ୍ର ଦାସ ମଧ୍ୟ ଦେଉଛନ୍ତି ଟକ୍କର

ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭ ସଂକ୍ରମିତ..ଜନ୍ମରୁ ୧୮ ବର୍ଷ ମଧ୍ୟରେ ୮,ସଙ୍ଗରୋଧରୁ ୩୨, ସ୍ଥାନୀୟ ୨୫..

ନୂଆଦିଲ୍ଲୀ : ଦେଶରେ ଆଉ ନୂଆ ସଂକ୍ରମିତ ୨ ହଜାର ୧୧୨ ଆକ୍ରାନ୍ତ..ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୬,୪୦,୭୪୮.. ଚିକିତ୍ସାଧୀନ ଅବସ୍ଥାରେ ଆଉ ୪ ମୃତ.. ଆଉ ୩,୧୦୨ ସୁସ୍ଥ.. ୨୪,୦୪୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories