www.samajalive.in
Tuesday, December 9, 2025
16.1 C
Bhubaneswar

ପୁଲିସ କମିଶନରଙ୍କ କାର୍ଯ୍ୟାଳୟ ଆଗରେ ବିଜେପି ପକ୍ଷରୁ ଅହରାତ୍ର ସତ୍ୟାଗ୍ରହ

ନିମାପଡ଼ା: ଭୁବନେଶ୍ୱର-କଟକ ପୁଲିସ କମିଶନରଙ୍କ କାର୍ଯ୍ୟାଳୟ ଆଗରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଅହରାତ୍ର ସତ୍ୟାଗ୍ରହ କରାଯାଉଛି । ନିମାପଡ଼ା ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣା ସହ ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଘଟଣାକୁ ନେଇ ସତ୍ୟାଗ୍ରହ କରୁଛି ବିଜେପି । ଏହି ଦୁଇ ଘଟଣାରେ ବହୁ ମନ୍ତ୍ରୀ ଏବଂ ବିଧାୟକ ମାନଙ୍କ ସମ୍ପୃକ୍ତି ଥିବା ଅଭିଯୋଗ କରି  ପ୍ରତିବାଦ କରୁଛି ଦଳ । ଭୁବନେଶ୍ୱର-କଟକ ପୁଲିସ କମିଶନରଙ୍କ କାର୍ଯ୍ୟାଳୟ ଆଗରେ ବିଜେପିର ଅନେକ ନେତା ଅହରାତ୍ର ସତ୍ୟାଗ୍ରହ କରିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories