www.samajalive.in
Tuesday, December 9, 2025
16.1 C
Bhubaneswar

ବିଜେପିର ଅହୋରାତ୍ର ଧାରଣା

ଭୁବନେଶ୍ୱର :  ଅର୍ଚ୍ଚନା ନାଗ  ଘଟଣା ଓ  ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାରେ ନିରପେକ୍ଷ ତଦନ୍ତ ଦାବି କରି ଭୁବନେଶ୍ୱରରେ କମିସନରେଟ୍ ପୁଲିସ ଅଫିସ ସାମ୍ନାରେ ବିଜେପି ପକ୍ଷରୁ ଅହୋରାତ୍ର ଧାରଣା ଆରମ୍ଭ ହୋଇଛି। ନିମାପଡ଼ା ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣା ଏବଂ ବହୁଚର୍ଚ୍ଚିତ ବ୍ଲାକମେଲର ଅର୍ଚ୍ଚନା ନାଗ ଘଟଣାରେ ବହୁ ମନ୍ତ୍ରୀ ଏବଂ ବିଧାୟକ ସମ୍ପୃକ୍ତ ରହିଛନ୍ତି । ସେମାନଙ୍କୁ ପୁଲିସ ଜାଣିଶୁଣି ଘଣ୍ଟ ଘୋଡାଉଛି ବୋଲି ଦଳ ଅଭିଯୋଗ କରିଛି । ଏହି ଧାରଣାରେ ଭୁବନେଶ୍ୱର ଜିଲା ସଭାପତି ବାବୁ ସିଂହ, ଉପସଭାନେତ୍ରୀ ପ୍ରଭାତୀ ପରିଡା, ଦିଲୀପ ମହାନ୍ତିଙ୍କ ସମେତ ଅନେକ ଦଳୀୟ କର୍ମୀ ସାମିଲ ହୋଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories