ପୁରୀ: ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲା ମୋବାଇଲ ସ୍କ୍ୱାର୍ଡର ନେତୃତ୍ୱରେ ଏକ ଟିମ ସତ୍ୟବାଦୀ ଥାନା ଅଧୀନ ଡୁଙ୍ଗରା ଛକ ଠାରେ ଚଢ଼ାଉ କରି ମନରଞ୍ଜନ ସ୍ୱାଇଁ(୩୧)କୁ ଗିରଫ କରି ତାଙ୍କ ଠାରୁ ୮୫ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୮ ଲକ୍ଷ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ। ଗିରଫ ମନରଞ୍ଜନ ସ୍ୱାଇଁର ଜାମିନ ନାମଞ୍ଜୁର ହେବାରୁ ତାକୁ ପୁରୀ କାରାଗାରକୁ ପଠାଯାଇଛି।
Popular Categories



