www.samajalive.in
Saturday, December 13, 2025
23.1 C
Bhubaneswar

ଦାଦାବଟି ନଦେବାରୁ ଗଣ୍ଡଗୋଳ ଅଭିଯୋଗ

ସମ୍ବଲପୁର: ସମ୍ବଲପୁର ରାମଜୀ ମନ୍ଦିର ପଡା ଅଞ୍ଚଳରେ ଜଣେ ଦୋକାନୀଙ୍କୁ ଦାଦାବଟି ମାଗିବା ଏବଂ ସେ ନ ଦେବାରୁ ମାରପିଟ କରାଯାଇଥିବାର ଅଭିଯୋଗ ହୋଇଛି । ଏନେଇ ଟାଉନ ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ, ରାମଜୀ ମନ୍ଦିର ପଡା ଅଞ୍ଚଳରେ ଜଣେ ବ୍ୟକ୍ତି ଏକ ଦୋକାନ କରି ତାଙ୍କର ପରିବାର ପୋଷଣ କରୁଥିଲେ । ତେବେ ତାଙ୍କୁ ମାସିକିଆ ଦାଦାବଟି ସେହି ଅଞ୍ଚଳର କିଛି ଯୁବକ ମାଗି ଥିଲେ । ଦୋକାନୀ ତାଙ୍କୁ ମନା କରିବାରୁ ତାଙ୍କୁ ମାରପିଟ କରିବା ସହିତ ଦୋକାନକୁ ଭାଙ୍ଗି ଦେଇଛନ୍ତି । ଫଳରେ ଦୋକାନୀ ଟାଉନ ଥାନାରେ ଅଭିଯୋଗ କରିବାରୁ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ କରୁଛି ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories