www.samajalive.in
Saturday, December 13, 2025
26.1 C
Bhubaneswar

ସରସ୍ୱତୀ ଶିଶୁ ମନ୍ଦିରରେ ମାତୃ କର୍ମଶାଳା

ରେଙ୍ଗାଲି: ରେଙ୍ଗାଲି ବ୍ଳକର ଲଇଡା ଠାରେ ଥିବା ସରସ୍ୱତୀ ଶିଶୁ ମନ୍ଦିରରେ ଶିଶୁ ବାଟିକା ବିଭାଗ ପକ୍ଷରୁ ଆଜି ମାଆ ମାନଙ୍କୁ ନେଇ ଏକ ମାତୃ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏହି କର୍ମଶାଳାରେ ଦୁତିକା ସାହୁ ମହାବିଦ୍ୟାଳୟର ଇତିହାସ ବିଭାଗ ଅଧ୍ୟାପକ ବିଶ୍ୱନାଥ ପଟେଲ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କର୍ମଶାଳାର ଉଦଘାଟନ କରିଥିଲେ। ବେଳପାହାଡ ଶିଶୁ ମନ୍ଦିର ପୂର୍ବତନ ପ୍ରଧାନ ଅଚାର୍ଯ୍ୟ ଜୟକୃଷ୍ଣ ପଟେଲ ମୁଖ୍ୟବକ୍ତା ରୂପେ ଯୋଗ ଦେଇ ମାତୃକର୍ମଶାଳାର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ପ୍ରଧାନ ଅଚାର୍ଯ୍ୟ ପ୍ରମୋଦ କଟରୀ ସ୍ୱାଗତ ଭାଷଣ ଦେଇଥିଲେ। ପରିଚାଳନା ସମିତି ସଦସ୍ୟ ପ୍ରେମଲତା ବେହେରା ସମ୍ମାନିତ ଅତିଥି ରୂପେ ମଞ୍ଚାସୀନ ଥିଲେ। ଶେଷରେ ପରିଚାଳନା କମିଟିର ସମ୍ପାଦକ ଭାବନୀ ଶଙ୍କର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ। ଶିଶୁ ବାଟିକାର ମୁଖ୍ୟ ବିନୀତା ନାଏକ କାର୍ଯ୍ୟକ୍ରମ ପରିଚାଲନା କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories