www.samajalive.in
Monday, December 15, 2025
16.1 C
Bhubaneswar

ବସ୍‌‌ରେ ଅଗ୍ନିକାଣ୍ଡ ; ୨ ମୃତ

ରାଞ୍ଚି : ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ଦୀପାବଳି ରାତିରେ ଖାଦଗଦା ବସ୍‌‌ ଷ୍ଟାଣ୍ଡରେ ଥିବା ଏକ ବସ୍‌‌ରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଚାଳକ ଓ ଅନ୍ୟ ଜଣଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି।
ସୂଚନା ଯୋଗ୍ୟ, ବସ୍‌‌ଟି ରାଞ୍ଚିରୁ ସିମଡେଗା ମାର୍ଗରେ ଯାଉଥିଲା। ବସ ଚାଳକ ଓ ଅନ୍ୟ ଜଣେ କର୍ମଚାରୀ ଗାଡିରେ ଦୀପ ଲଗାଇ ଶୋଇ ପଡିଥିବାରୁ ଏହି ଅଘଟଣ ଘଟିଛି। ନିଆଁ ଲାଗିମାତ୍ରେ ଉଭୟ ନିଆଁ ସଂସ୍ପର୍ଶରେ ଆସିବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ଖବର ପାଇଁ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories