www.samajalive.in
Tuesday, December 9, 2025
23.1 C
Bhubaneswar

ଆଶ୍ଚର୍ଯ୍ୟ ପ୍ରକଟ କଲେ ବାଇଡେନ

ୱାଶିଂଟନ: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଋଷି ସନକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ଏହା ସହିତ ବାଇଡେନ କହିଛନ୍ତି ଯେ ସନକ ବ୍ରିଟେନର ପ୍ରଧାନମନ୍ତ୍ରୀ ହେବା ଆଶ୍ଚର୍ଯ୍ୟର ବିଷୟ । ଜଣେ ଭାରତୀୟ ବଂଶୋଦ୍ଭବ ଭାବେ ବ୍ରିଟେନର ପ୍ରଧାନମନ୍ତ୍ରୀ ହେବା ସନକଙ୍କ ପାଇଁ ବଡ ସଫଳତା ଓ ଆଲୋଚନାର ବିଷୟ । ପ୍ରଥମ ଭାରତୀୟ ବଂଶୋଦ୍ଭବ ଓ ହିନ୍ଦୁ ଭାବେ ସନକ ବ୍ରିଟେନର ପ୍ରଧାନମନ୍ତ୍ରୀ ହୋଇଛନ୍ତି । ଏହା ପୂର୍ବରୁ ବାଇଡେନ ନିଜର ସହଯୋଗୀ ଭାବେ କମଳା ହାରିସଙ୍କୁ ମନୋନୀତ କରି ଇତିହାସ ରଚିଥିଲେ । ଭାରତୀୟ ବଂଶୋଦ୍ଭବ କମଳାଙ୍କୁ ଆମେରିକାର ଉପରାଷ୍ଟ୍ରପତି ପଦ ଲାଗି ବାଇଡେନ ମନୋନୀତ କରିଥିଲେ ।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories