www.samajalive.in
Saturday, December 6, 2025
16.1 C
Bhubaneswar

ପୋଖରୀରେ ବୁଡି ବୃଦ୍ଧ ମୃତ

ପାଟଣା : ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ତୋରାଣିପୋଖରୀ ଗ୍ରାମର କଳାକାର ମହାନ୍ତ (୬୩) ନାମକ ଜଣେ ବୃଦ୍ଧ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ସୋମବାର ସନ୍ଧ୍ୟାରେ ସେ ପୋଖରୀ ନିକଟକୁ ଶୌଚ ପାଇଁ ଯାଇ ଆଉ ଘରକୁ ଫେରି ନଥିଲେ। ଗତକାଲି ଖୋଜାଖୋଜି ସମୟରେ ପୋଖରୀ ଭିତରୁ କଳାକାରଙ୍କ ଶବ ଉଦ୍ଧାର କରାଯାଇଥିଲା। ଖବର ପାଇ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତରଣିସେନ ବାଗ ଘଟଣାର ତଦନ୍ତ କରିବା ସହ ପାଟଣାରେ ମୃତକର ଶବ ବ୍ୟବଚ୍ଛେଦ କରାଇଛନ୍ତି।

 

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories