www.samajalive.in
Saturday, December 6, 2025
26.1 C
Bhubaneswar

ପୂର୍ବାହ୍ନ ୧୧ଟା ମୁଖ୍ୟ ଖବର

ଆଜି ଶାନ୍ତିସ୍ତୁପ ଧଉଳିର ସୁବର୍ଣ୍ଣ ଜୟନ୍ତି, ଯୋଗ ଦେଉଛନ୍ତି ଦେଶ ବିଦେଶର ବୌଦ୍ଧ ଧର୍ମଗୁରୁ.. ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଧଉଳି ଶାନ୍ତିସ୍ତୁପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଏବଂ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କରିବେ ଯୋଗଦାନ

ଭୁବନେଶ୍ୱର : ରାଜ୍ୟରେ ଖସୁଛି ପାରଦ .. ଆରମ୍ଭ ଶୀତର ପ୍ରକୋପ.. ୨୦ ଡିଗ୍ରୀ ତଳେ ୨୩ ସହରର ତାପମାତ୍ରା

- Advertisement -

ଆଗାମୀ ୩୦ ଅକ୍ଟୋବର ଯାଏଁ ରାଜ୍ୟରେ ପାଗ ମୁଖ୍ୟତ ଶୁଖିଲା ରହିବାର ସମ୍ଭାବନା ..୩୧ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ରାଜ୍ୟ ଗୃହମନ୍ତ୍ରୀମାନଙ୍କ ଚିନ୍ତନ ଶିବିର ବୈଠକକୁ ଆଜି ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ .. ଦୁଇଦିନ ଧରି ଅନୁଷ୍ଠିତ ହେଉଥିବା ଏହି ଚିନ୍ତନ ଶିବିର ହରିଆନାର ସୁରଜକୁଣ୍ଡ ଠାରେ ଗତକାଲିଠାରୁ ଆରମ୍ଭ ହୋଇଛି .. ଏହି ବୈଠକରେ ବିଭିନ୍ନ ରାଜ୍ୟର ଗୃହମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୁଲିସ୍‌‌ ମହାନିର୍ଦ୍ଦେଶକ, ସିଏପିଏଫ୍‌‌ ଡିଜି ଯୋଗ ଦେଇଛନ୍ତି

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଆଜିଠାରୁ ଏଫ୍‌ଆଇଏଚ୍‌ ପୁରୁଷ ହକି ଲିଗ୍‌ର ୪ର୍ଥ ସଂସ୍କରଣ ୨୦୨୨-୨୩  ହେଉଛି ଆରମ୍ଭ..  ଭାରତ ତା’ର ପ୍ରଥମ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ ..

କଟକ ସହରରେ ଆଜିଠାରୁ ପ୍ରସିଦ୍ଧ କାଳୀ ପୂଜା ଭସାଣୀ .. ଭସାଣୀ ପାଇଁ କମିଶନରେଟ ପୁଲିସ ପକ୍ଷରୁ ଟ୍ରାଫିକ କଟକଣା

ପୁଣି ଭିଜିଲାନ୍ସ ଜାଲରେ ଯନ୍ତ୍ରୀ .. ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଜଳ ପରିମଳ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ନିହାର ରଂଜନ ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ..

ଟ୍ୱିଟରର ସିଇଓ ପରାଗ ଅଗ୍ରୱାଲ ଓ ସିଏଫଓ ନେଡ ସଗେଲଙ୍କୁ ବିଦା କଲେ ଏଲନ ମସ୍କ..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories