www.samajalive.in
Tuesday, December 9, 2025
16.1 C
Bhubaneswar

ଛଟ୍ ପୂଜା ବେଳେ ଅଗ୍ନିକାଣ୍ଡ; ଜଳିଗଲେ ୩୫ଜଣ

ବିହାର: ଛଟ୍ ପୂଜା ବେଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ବିହାରର ଔରଙ୍ଗାବାଦରେ ଛଟ୍ ପୂଜା ସମୟରେ ଗୋଟିଏ ଘରେ ନିଆଁ ଲାଗି ପ୍ରାୟ ୩୫ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କିଛି ଲୋକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ସମସ୍ତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଔରଙ୍ଗାବାଦର ଏକ ଘରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା । ପରେ ନିଆଁ ସଂସ୍ପର୍ଶରେ ଏକ ଗ୍ୟାସ ସିଲିଣ୍ଡର ଆସିବାରୁ ତାହା ବିସ୍ଫୋରଣ ହୋଇଥିଲା । ଫଳରେ ୩୫ ଜଣ ଲୋକ ଆହତ ହୋଇଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories