www.samajalive.in
Monday, December 8, 2025
27.1 C
Bhubaneswar

ପୂରଣ ହେଲା କୋରାପୁଟବାସୀଙ୍କ ସ୍ୱପ୍ନ; ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିଲା ବିମାନ

ଭୁବନେଶ୍ୱର: ପୂରଣ ହେଲା କୋରାପୁଟ ଜିଲ୍ଲାବାସୀଙ୍କ ସ୍ୱପ୍ନ । ଆଜିଠୁ ଜୟପୁରକୁ ବିମାନ ସେବା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଜୟପୁରକୁ ବିମାନ ସେବା ଆରମ୍ଭ କରିଛନ୍ତି । ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିଛି ଇଣ୍ଡିଆ ଓ୍ୱାନ୍‌ ଏୟାର ବିମାନ । ଏହି ବିମାନରେ ୯ଟି ସିଟ୍‌ ରହିଛି । ପ୍ରତ୍ୟେକ ଟିକଟର ମୂଲ୍ୟ ୯୯୯ଟଙ୍କା ରହିଥିବା ସୂଚନା ଦିଆଯାଇଛି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories