www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଧାନ ଶିକ୍ଷକଙ୍କ ବଦଳି ଦାବିରେ ସ୍କୁଲ ଗେଟରେ ତାଲା

ଦେଓଗାଁ : ବଲାଙ୍ଗୀର ସଦର ବ୍ଳକ ଅନ୍ତର୍ଗତ ଶିକାଛିଡା ପଞ୍ଚାୟତର ସାନ୍ତମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ କାର୍ୟ୍ୟ କରୁଥିବା ପ୍ରଧାନ ଶିକ୍ଷକଙ୍କ ବଦଳି ଦାବି ନେଇ ସୋମବାର ଦିନ ସ୍କୁଲ ଗେଟରେ ତାଲା ଦେବା ସହ ଧାରଣାରେ ବସିଛନ୍ତି ଗାଁ ଲୋକେ। ଏହି ତାଲା ବନ୍ଦ ଆନ୍ଦୋଳନକୁ ସମର୍ଥନ କରି ଶିକାଛିଡା ସରପଞ୍ଚ କ୍ଷୀରେନ୍ଦ୍ରୀ ଶତପଥୀଙ୍କ ସହ ବଲାଙ୍ଗୀର ୨୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟା ସଂଗୀତା ସୁନା ସାମିଲ ହୋଇ ଧାରଣାରେ ବସିଛନ୍ତି। ଦିନ ୧୨ ଟା ପର୍ୟ୍ୟନ୍ତ ତାଲା ଦେଇ ଧାରଣାରେ ବସିଥିଲେ ମଧ୍ୟ ବ୍ଳକ ଶିକ୍ଷା ବିଭାଗର କାହାର ଦେଖା ଦର୍ଶନ ମିଳି ନ ଥିବାରୁ ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟ କାଳ ପାଇଁ ଚାଲିବ ବୋଲି ଗାଁ ଲୋକେ ସୂଚନା ଦେଇଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories