www.samajalive.in
Saturday, December 6, 2025
26.1 C
Bhubaneswar

ରାଜଧାନୀର ରାଜରାସ୍ତାରେ ରାଜନୀତି ନିଆଁ ; ପୁଲିସ –ବିଜେପି କର୍ମୀ ଧସ୍ତାଧସ୍ତି

ଭୁବନେଶ୍ୱର : ସୋମବାର ରାଜଧାନୀରେ ବିଜେପିର ବିରାଟ ଶୋଭାଯାତ୍ରା। ଶିଶୁଭବନ ଛକରେ ପୁଲିସ ଓ ବିଜେପିକର୍ମୀ ମୁହାଁମୁହିଁ ହୋଇଛନ୍ତି। ନବୀନ ନିବାସ ଘେରାଉ ପାଇଁ ବିଜେପି କର୍ମୀଙ୍କ ଉଦ୍ୟମ ସମୟରେ ମୁହାଁମୁହିଁ ହୋଇଛନ୍ତି ବିଜେପିକର୍ମୀ-ପୁଲିସ। ଶତାଧିକ ବିଜେପି କର୍ମୀ ରାଜ୍ୟକାର୍ଯ୍ୟାଳୟରୁ ବଡ ଶୋଭାଯାତ୍ରାରେ ନବୀନ ନିବାସ ଅଭିମୁଖେ ଯାଉଥିବା ସମୟରେ ବ୍ୟାରିକେଡ ଡେଇଁ ଯିବାକୁ ଉଦ୍ୟମ ସମୟରେ ପୁଲିସ ଅଟକାଇବାରୁ ମୁହାଁମୁହିଁ ହୋଇଛନ୍ତି। ଏହି ଶୋଭା ଯାତ୍ରାରେ ସାମିଲ ରହିଛିନ୍ତି ବିଜେପିର ସମ୍ବିତ ପାତ୍ର, ପୃଥ୍ୱୀରାଜ ହରିଚନ୍ଦନ ,ବାବୁ ସିଂହ ଓ ଅନ୍ୟାନ୍ୟ ବିଜେପି କର୍ମୀ। ଧର୍ମେନ୍ଦ ସାହୁ ଓ ଅର୍ଚ୍ଚନା ପ୍ରସଙ୍ଗକୁ ନେଇ ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ବିଜେପି ପକ୍ଷରୁ ଏହି ଆନ୍ଦୋଳନ କରାଯାଉଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories