www.samajalive.in
Thursday, December 11, 2025
18.1 C
Bhubaneswar

୨୦୧୯ ଜାନୁଆରୀରୁ ଇଗ୍ନୋ ମ୍ୟାନେଜମେଣ୍ଟ ପାଠ୍ୟକ୍ରମରେ ନାମଲେଖା

ନୂଆଦିଲ୍ଲୀ : ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ମ୍ୟାନେଜମେଣ୍ଟ ପାଠ୍ୟକ୍ରମ ଲାଗି ୨୦୧୯ ଜାନୁଆରୀରୁ ନାମଲେଖା ଆରମ୍ଭ ହେବ। ମ୍ୟାନେଜମେଣ୍ଟ ପାଠ୍ୟକ୍ରମ ସହିତ ମଲଟି ମିଡିଆ ଡିଜାଇନ ପାଇଁ ମଧ୍ୟ ନାମଲେଖା ହେବ। ଏମବିଏ ପାଠ୍ୟକ୍ରମରେ ନାମ ଲେଖା ପାଇଁ ଡିସେମ୍ବର ୧୬ରେ ପ୍ରବେଶିକା ପରୀକ୍ଷା ହେବ। ଇଚ୍ଛୁକ ପ୍ରାର୍ଥୀ ବିଶ୍ୱବିଦ୍ୟାଳୟ ୱେବସାଇଟ୍‍ ମାଧ୍ୟମରେ ନଭେମ୍ବର ୧୫ ସୁଦ୍ଧା ଅନଲାଇନ ଆବେଦନ କରିପାରିବେ।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories