www.samajalive.in
Monday, December 8, 2025
27.1 C
Bhubaneswar

ଗୁଜରାଟ ଝୁଲା ପୋଲ ଭୁଶୁଡ଼ିବା ଘଟଣାରେ ୪ ଗିରଫ

ଗୁଜରାଟର ମୋର୍ବୀ ଜିଲା ଅନ୍ତର୍ଗତ ମାଚ୍ଛୁ ନଦୀ ଝୁଲା ପୋଲ ଭୁଶୁଡ଼ି ପଡ଼ିବା ଘଟଣାରେ ପୁଲିସ ୪ଜଣଙ୍କୁ  ଗିରଫ କରିଥିବା ସୂଚନା ମିଳିଛି। ପୁଲିସ ଅଟକ ରଖିଥିବା ୯ଜଣଙ୍କ ମଧ୍ୟରୁ ୪ଜଣଙ୍କୁ ଗିରଫ କରିଛି।ଝୁଲାପୋଲ ରକ୍ଷଣାବେକ୍ଷଣ ସଂସ୍ଥାର ୪ଜଣଙ୍କୁ ଗିରଫ କରାଯାଇଛି ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories