www.samajalive.in
Wednesday, December 10, 2025
17.1 C
Bhubaneswar

ପୋଖରୀରେ ବୁଡ଼ି ଯୁବକ ମୃତ

ଝୁମ୍ପୁରା: ଝୁମ୍ପୁରା ବ୍ଲକ ଉଖୁଣ୍ଡା ପଞ୍ଚାୟତ କଞ୍ଚନଡୁମୁରିଆ ଗ୍ରାମର ଜଣେ ଯୁବକଙ୍କର ପୋଖରୀରେ ମାଛ ଧରୁଥିବା ସମୟରେ ବୁଡ଼ିଯିବା ଫଳରେ ମୃତ୍ୟୁ ଘଟିଛି। କଞ୍ଚନଡୁମୁରିଆ ଗ୍ରାମର ସୁରେଶ ନାଏକଙ୍କ ପୁଅ ଗୋଲକ ମହାରଣା(୨୭) ଗତକାଲି ପୋଖରୀକୁ ମାଛ ମାରିବା ପାଇଁ ଯାଇଥିଲେ। ମାଛ ଧରୁଥିବା ସମୟରେ ପୋଖରୀରେ ବୁଡି ଯାଇଥିଲେ। ଗ୍ରାମବାସୀ ସଙ୍ଗେ ସଙ୍ଗେ ଝୁମ୍ପୁରା ଦମକଳ ବିଭାଗକୁ ଖବର ଦେଇଥିଲେ। ଦମକଳ ବାହିନୀ ଆସି ପୋଖରୀରେ ଖୋଜିଥିଲେ କିନ୍ତୁ ପାଇନଥିଲେ। ଆଜି ଯୁବକଙ୍କ ମୃତଦେହ ପୋଖରୀ ଭିତରୁ ଉଦ୍ଧାର କରାଯାଇଛି। ବାରିଆ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରିବା ସହିତ ଏକ ମାମଲା ରୁଜ୍ଜୁ କରିଛି। ପରେ ମୃତଦେହକୁ ବ୍ୟବଛେଦ କରିବା ପାଇଁ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିବା ଜଣାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories