www.samajalive.in
Monday, December 8, 2025
14.1 C
Bhubaneswar

ଜନ୍ମଦିନରେ ପ୍ରଶଂସକଙ୍କୁ କିଙ୍ଗ୍‌ ଖାନଙ୍କ ଭେଟି; ରିଲିଜ୍‌ ହେଲା ‘ପଠାନ୍‌’ ଟିଜର୍

ମୁମ୍ବାଇ: ବଲିଉଡ଼ ବାଦଶାହ ଶାହରୁଖ ଖାନ ବୁଧବାର ୫୭ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ସେ ତାଙ୍କ ପ୍ରଶଂସକଙ୍କୁ ଏକ ଖାସ୍‌ ଉପହାର ଭେଟି ଦେଇଛନ୍ତି। ଶାହରୁଖଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ପଠାନ୍‌’ର ଟିଜର୍ ଆଜି ରିଲିଜ୍‌ ହୋଇଛି। ଆକ୍ସନରେ ଭରପୂର ଟିଜର ଏତେ ଜବରଦସ୍ତ ଯେ, ଏଥିରେ ଶାହରୁଖ, ଜନ୍‌ ଆବ୍ରାହମ୍‌ ଓ ଦୀପିକା ପାଦୁକୋନଙ୍କୁ ଦେଖି ଆପଣଙ୍କ ଲୋମ ଟାଙ୍କୁରି ଉଠିବ।

ସାମାଜିକ ଗଣମାଧ୍ୟମରେ ‘ପଠାନ୍‌’ ଟିଜର ଶେୟାର କରି ଶାହରୁଖ ଲେଖିଛନ୍ତି, ଚେୟାରର ବେଲ୍ଟ ବାନ୍ଧି ନିଅନ୍ତୁ, ‘ପଠାନ୍‌’ ଟିଜର୍‌ ରିଲିଜ୍‌ ହୋଇଛି। ଆସନ୍ତା ବର୍ଷ ଜାନୁଆରୀ ୨୫ ତାରିଖରେ ହିନ୍ଦୀ, ତାମିଲ ଓ ତେଲୁଗୁ ଭାଷାରେ ପ୍ରେକ୍ଷାଳୟକୁ ଆସିବ ‘ପଠାନ୍‌’।

- Advertisement -

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories