www.samajalive.in
Monday, December 8, 2025
27.1 C
Bhubaneswar

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବୀରେ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ

ରେଙ୍ଗାଲି: ସମ୍ବଲପୁରରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବୀ ନେଇ ଓକିଲ ସଂଘ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରା ପରିପ୍ରେକ୍ଷୀରେ ଆଜି ରେଙ୍ଗାଲିର ସମସ୍ତ ସରାକାରୀ କାର୍ଯ୍ୟଳୟ ବନ୍ଦ ରହିଥିଲା। ରେଙ୍ଗାଲିର ଓକିଲମାନେ ରେଙ୍ଗାଲିରେ ଥିବା ସମ୍‌‌ତ ସରକାରୀ କାର୍ଯ୍ୟାଳୟ ବନ୍ଦ କରାଇଥିଲେ। ବରିଷ୍ଠ ଆଇନ୍‌‌ଜୀବି ବୃନ୍ଦାବନ ସାହୁ, ଶୁଭାକାନ୍ତ ପଟ୍ଟନାୟକ, କୁଶ ବିଶ୍ୱାଲ, ଲଲିତ ମୋହନ ବେହେରା ପ୍ରମୁଖ ଏହାର ନେତୃତ୍ୱ ନେଇଥିଲେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

Related Articles

Popular Categories