www.samajalive.in
Sunday, December 14, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛୁ: ମିଶନ ଶକ୍ତି ଜଳସାଥୀ

ଡେସ୍କ: ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜଳସାଥୀ ମାନଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ମିଶନ ଶକ୍ତିର କିଛି ମା ମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ପୁରୀର ଶ୍ରୀମତୀ ମହାପାତ୍ର ଓ ଭୁବନେଶ୍ବରର ସୁଜାତା ପଟ୍ଟନାୟକ ପ୍ରମୁଖଙ୍କ ଆଖିରେ ଥିଲା ଆନନ୍ଦର ଅଶ୍ରୁ। କୋହଭରା କଣ୍ଟରେ ସେମାନେ କହିଲେ ଯେ ଘର ଭିତରେ ଗୃହିଣୀ ହେବା ଛଡା ଆମର ଆଉ କିଛି କରିବାର ଶକ୍ତି ଅଛି ବୋଲି ଆମେ ଜାଣି ନ ଥିଲୁ। ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆମେ ଏକ ସ୍ବତନ୍ତ୍ର ପରିଚୟ ପାଇପାରିଛୁ। ଜୀବନର ସାର୍ଥକତା ପାଇଛୁ।

ସେହିପରି କଟକ ଓ ଭୁବନେଶ୍ବରରେ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ପରିଚାଳନା କରୁଥିବା ତୃତୀୟ ଲିଙ୍ଗର ସଦସ୍ୟା ତନୁଶ୍ରୀ ବେହେରା ଓ ମେଘନା ପ୍ରମୁଖ କହିଥିଲେ ଯେ ଆମ ପରିବାରରେ ବି ଆମର ସମ୍ମାନ ନ ଥିଲା। ଥିଲା କେବଳ ତିରସ୍କାର। ସମାଜ ଆମକୁ ଗ୍ରହଣ କରୁନଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆମେ ଆମ ନିଜର ମୂଲ୍ୟ ଅଛି ବୋଲି ଅନୁଭବ କରୁଛୁ । ନିଜର ଏକ ସ୍ବତନ୍ତ୍ର ପରିଚୟ ପାଇପାରିଛୁ । ମୁଖ୍ୟମନ୍ତ୍ରୀଙ୍କୁ କୋଟି କୋଟି ପ୍ରଣାମ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories