www.samajalive.in
Thursday, December 11, 2025
26.1 C
Bhubaneswar

ପୁଲିଂ ଅଫିସରଙ୍କ ମୃତ୍ୟୁ

ଧାମନଗର: ଧାମନଗର ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି ।  ହେଲେ ଏହାରି ଭିତରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଧାମନଗରର ୧୩୯ ନମ୍ବର ବୁଥ୍‌ ପୁଲିଂ ଅଫିସର ନଟବର ମୁଣ୍ଡାଙ୍କ ମୃତ୍ୟୁ ହୋଇଛି । ଗତକାଲି ଅସୁସ୍ଥତା କାରଣରୁ ନଟବରଙ୍କୁ ଏସସିବିରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପୁଲିଂ ଅଫିସର ନଟବର ମୁଣ୍ଡାଙ୍କ ମୃତ୍ୟୁ ହୋଇଥିବା ନେଇ ଭଦ୍ରକ ଜିଲ୍ଳାପାଳ ସୂଚନା ଦେଇଛନ୍ତି ।

Hot this week

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

Related Articles

Popular Categories