www.samajalive.in
Monday, December 8, 2025
24.1 C
Bhubaneswar

ଟି-ଟ୍ୱୋଣ୍ଟି ବିଶ୍ୱକପ୍‌‌ : ଆୟରଲାଣ୍ଡ ପାଇଁ ୧୮୬ ରନର ବିଜୟ ଲକ୍ଷ୍ୟ

ଡେସ୍କ :  ଟି-ଟ୍ୱୋଣ୍ଟି ବିଶ୍ୱକପ୍‌‌ ପ୍ରତିଯୋଗୀତାରେ ଶୁକ୍ରବାର ୨ଟି ମ୍ୟାଚ ଅନୁଷ୍ଠିତ ହେଉଛି । ପ୍ରଥମ ମ୍ୟାଚଟି ନ୍ୟୁଜିଲାଣ୍ଡ ଓ ଆୟରଲାଣ୍ଡ ମଧ୍ୟରେ ଜାରି  ରହିଛି। ଆଡିଲେଡର ଓଭାଲ୍‌‌ ଗ୍ରାଉଣ୍ଡରେ ଚାଲିଥିବା ମ୍ୟାଚରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ଆୟରଲାଣ୍ଡ ପାଇଁ ୧୮୬ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି । ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ ହରାଇ ୧୮୫ ରନ କରିଛି । ଅଧିନାୟକ କେନ ୱିଲିୟମସନ ସର୍ବାଧିକ ୬୧ ରନ ସ୍କୋର କରିଛନ୍ତି।

ଆଜିର ଦ୍ୱିତୀୟ ମ୍ୟାଚ୍‌‌ ଅଷ୍ଟ୍ରେଲିଆ ଏବଂ ଆଫ୍‌‌ଗାନିସ୍ତାନ ମଧ୍ୟରେ ଆଡିଲେଡର ଓଭାଲ୍‌‌ ଗ୍ରାଉଣ୍ଡରେ ଖେଳାଯିବା । ଭାରତୀୟ ସମୟ ଅପରାହ୍ଣ ଗୋଟାଏ ୩୦ ମିନିଟ୍‌‌ରେ ଏହି ମ୍ୟାଚ୍‌‌ ଅନୁଷ୍ଠିତ ହେବ ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories