www.samajalive.in
Monday, December 15, 2025
17.1 C
Bhubaneswar

ଲଇଡା କଲେଜରେ ସ୍ୱାଗତ ସମାରୋହ

ରେଙ୍ଗାଲି: ରେଙ୍ଗାଲି ବ୍ଳକର ଲଇଡାଠାରେ ଥିବା ଦୁତିକା ସାହୁ ମହାବିଦ୍ୟାଳୟରେ ଯୁକ୍ତ ୨ କଳା ନବାଗତ ଛାତ୍ରଛାତ୍ରୀଙ୍କୁ  ସ୍ୱାଗତ କରାଯାଇଛି। ଅଧ୍ୟକ୍ଷ ଡ.ବସନ୍ତକୁମାର ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସ୍ବାଗତ ସମାରୋହରେ ଅଧ୍ୟାପିକା ମଧୁମିତା ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ। ଅଧ୍ୟକ୍ଷ ଡ. ନାଏକ ନବାଗତ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇ ମହାବିଦ୍ୟାଳୟର ଶୃଙ୍ଖଳା ମାନି ସମୟାନୁବର୍ତ୍ତିତା ହୋଇ କଠିନ ଅଧ୍ୟବସାୟର ସହିତ ଅଧ୍ୟୟନ କରିବାକୁ ପରାମର୍ଶ ଦେଇଥିଲେ। ଅଧ୍ୟାପକ ବିଶ୍ୱନାଥ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ। ଛାତ୍ରୀ ନନ୍ଦିନୀ ମହାନନ୍ଦ ସଭା ପରିଚାଳନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories