www.samajalive.in
Saturday, December 13, 2025
26.1 C
Bhubaneswar

ଅର୍ଚ୍ଚନା ନାଗ ଜାମିନ୍ ଆବେଦନ ; ଶୁଣାଣି ଶେଷ, ରାୟ ସଂରକ୍ଷିତ

ଭୁବନେଶ୍ୱର : ଭୁବନେଶ୍ୱର ଏସଡିଜେଏମ୍ କୋର୍ଟରେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନର ଶୁଣାଣି ଶେଷ ହୋଇଛି । ଆବେଦନ ଶୁଣାଣି କରି କୋର୍ଟ ରାୟକୁ ସଂରକ୍ଷିତ ରଖିଛନ୍ତି । ଅର୍ଚ୍ଚନାଙ୍କ ନାମରେ ନୟାପଲ୍ଲୀ ଥାନାରେ ହୋଇଥିବା ମାମଲାରେ ଶନିବାର ଜାମିନ ଆବଦନର ଶୁଣାଣି ହୋଇଥିଲା । ପୂର୍ବରୁ ଖଣ୍ଡଗିରି ଥାନା ମାମଲାରେ ଅର୍ଚ୍ଚନାଙ୍କ ଜାମିନ କୋର୍ଟ ଖାରଜ କରିଥିଲେ ।
ଅନ୍ୟପକ୍ଷରେ ପ୍ରବର୍ତନ ନିର୍ଦ୍ଦେଶାଳୟ ବା ଇଡି ମାମଲାରେ ତଦନ୍ତ ଆରମ୍ଭ କରିଛ । ପ୍ରଥମ ପର୍ଯ୍ୟାୟରେ ଇଡି ଅର୍ଚ୍ଚନା ତାଙ୍କ ସ୍ୱାମୀ ଜଗବନ୍ଧୁ, ସହଯୋଗୀ ଖଗେଶ୍ୱର ଅଭିଯୋଗ କରିଥିବା ଯୁବତୀ ଏବଂ ସିନେ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ତଦନ୍ତ ପରିସରଭୁକ୍ତ କରିବା ସହ ନୋଟିସ୍ ଜାରି କରିବ। ସେହିଭଳି ଜେଲରେ ଥିବା ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁଙ୍କୁ ଇଡି ରିମାଣ୍ଡରେ ନେବାର ସମ୍ଭାବନା ରହିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories